ଗଞ୍ଜାମ ଗସ୍ତରେ ଆସିବେ ଓଡ଼ିଶା ଉନ୍ନୟନ କମିଶନର, ୫ଟି ସଚିବ

ଛତ୍ରପୁର,୧୫ା୫(ଡି.ଏନ୍‌.ଏ.) : ଓଡ଼ିଶା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ୫ଟି ସଚିବ ଭିକେ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ ଜିଲାର ଶେରଗଡ଼, ହିଞ୍ଜିଳି, କବିସୂର୍ଯ୍ୟନଗର, ଆସିକା, ପୋଲସରା ଏବଂ ବ୍ରହ୍ମପୁର ଯାଇ ଉଭୟ କୋଭିଡ୍‌-୧୯ ପରିସ୍ଥିତିର ଅନୁଧ୍ୟାନ କରିବେ। ଏଥିସହ କେତେକ କୋଭିଡ୍‌ କେୟାର ସେଣ୍ଟର ପରିଦର୍ଶନ କରିବେ। ଜିଲା ଓ ବ୍ଲକସ୍ତରର ସରକାରୀ ଅଧିକାରୀଙ୍କ ସହ କରୋନା ମୁକାବିଲା ସମ୍ପର୍କରେ କମିଶନର ଓ ସଚିବ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri