ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ସୂଚନା ଦେଇଛନ୍ତି ା
ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଜିଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ସୂଚନା ଦେଇଛନ୍ତି ା
ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...
ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...
ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...
ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...
ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍ ଟିମ୍ର ଷ୍ଟାର ବୋଲର୍ ଯଶପ୍ରୀତ ବୁମ୍ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...
