ଛତ୍ରପୁର,୧୯ା୩(ଡି.ଏନ.ଏ.) କରୋନା ଭୂତାଣୁ ଭୟାବହତାକୁ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାରେ ୧୪୪ ଧାରା ଲାଗୁ ହୋଇଥିଲା। ବୁଧବାର ସନ୍ଧ୍ୟାରେ ଏହାକୁ ପ୍ରତ୍ୟାହାର କରି ନିଆଯାଇଛି। ଅନ୍ୟପକ୍ଷରେ କରୋନା ଭୂତାଣୁ ଯେଭଳି ନ ବ୍ୟାପିବ ସେଥିଲାଗି କୌଣସି ସାମାଜିକ କାର୍ଯ୍ୟକ୍ରମ କିମ୍ବା ଦୋକାନ ବଜାରରେ ୫ରୁ ଊର୍ଦ୍ଧ୍ୱ ଲୋକ ଏକାଠି ନ ହେବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରାମର୍ଶ ଦେଇଛନ୍ତି। ଜିଲାରେ ୧୪୪ ଧାରା ପ୍ରତ୍ୟାହାର ହୋଇଥିଲେ ମଧ୍ୟ କୌଣସି ସ୍ଥାନରେ ଜନସମାଗମକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି ା ଏହାର ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି ା ସମସ୍ତ ପଞ୍ଚାୟତରେ କରୋନା ସଚେତନତା କାର୍ଯ୍ୟକ୍ରମ ଚାଲିବା ସହ ପଞ୍ଚାୟତଗୁଡିକରେ ୨୫ ଟଙ୍କାରେ ମାସ୍କ ଉପଲବ୍ଧ ହେଉଛି। ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଦ୍ୱିତୀୟ ପାଳିରେ ଲୋକେ ସଚେତନ ହୋଇ ପୀଠକୁ ଆସିନାହାନ୍ତି। ଆଗକୁ ଦଣ୍ଡଯାତ୍ରା ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି।
ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ
ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…
ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ ଶିଶୁପୁତ୍ର ଉଦ୍ଧାର
ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ ଶୁକ୍ରବାର ସନ୍ଧ୍ୟାରେ ଏକ…
ଟ୍ରକ ପଛରେ ପିକଅପ୍ର ଧକ୍କା; ଚାଲିଗଲା ଦୁଇ ଜୀବନ
ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…
ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…
ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…
ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…
ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…
ଟ୍ରକ୍ ପଛରେ ପିଟିହେଲା ପିକ୍ଅପ୍, ୨ ଗୁରୁତର
ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍ ପଛରେ ଏକ ପିକ୍ଅପ୍ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…
ନିଶାମୁକ୍ତ ସମାଜ ଗଠନ ପାଇଁ ସାମୂହିକ ସଂକଳ୍ପ: ସାମିଲ ହେଲେ…
ଛତ୍ରପୁର, ୨୬।୬ (ଦିଲ୍ଲୀପ ସାମଲ): ଅନ୍ତର୍ଜାତୀୟ ନିଶା ନିବାରଣ ଓ ଅବୈଧ ତସକରି ବିରୋଧ ଦିବସ-୨୦୨୬ ଅବସରରେ ଗଞ୍ଜାମ ଗିଲାରେ ଗତ ୧୭ ଜୁନରୁ ଆରମ୍ଭ ହୋଇଥିବା…
ଗେଟ୍କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍କୁ ଚୋରି କରିନେଲେ, ଧରାପଡିବା ପରେ…
ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…
Archives

