ଗଞ୍ଜାମ ଜିଲାରେ ପୁଣି ୩୫ କରୋନା ଆକ୍ରାନ୍ତ ସୁସ୍ଥ

ଛତ୍ରପୁର,୫ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଶୁକ୍ରବାର ପୁଣି ୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ କୋଭିଡ୍‌ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଛି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ରେ ପହଞ୍ଚତ୍ଛି। ଅପରପକ୍ଷେ ଶୁକ୍ରବାର ଜିଲାରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩’କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ଜିଲାରେ ୫୩୩ଜଣଙ୍କ ଠାରେ କରୋନା ପଜିଟିଭ ବାହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ : ପୋଲିସର ତଦନ୍ତ ଜାରି

ଛତ୍ରପୁର,୨୭।୬ ଦିଲ୍ଲୀପ ସାମଲ : ଚମାଖଣ୍ଡି ଥାନା ଅଧୀନ କାଳିଆବାଲି ଛକ ନିକଟସ୍ଥ ରାସ୍ତାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri