ଗଞ୍ଜାମ ଥାନା ଅଞ୍ଚଳରୁ ମଦ ଜବତ, ଦୁଇ ଗିରଫ

ଗଞ୍ଜାମ,୨।୫(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବେଆଇନ ଭାବେ ମଦ ବିକ୍ରି ହେଉଥିବା ନେଇ ଅଭିଯୋଗ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ପୋଲିସ ଖୋଳ ତାଡ଼ ଆରମ୍ଭ କରିବା ସହ ଶୁକ୍ରବାର ବିଳମ୍ବିତ ରାତିରେ ଅତର୍କିତ ଚଢ଼ାଉ କରି ୪୫ ପ୍ୟାକେଟ ଦେଶୀ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରାଜେଶ ଦାସ ଓ ଶିବ ଗୌଡ଼ l ଏ ନେଇ ଥାନାରେ ଏକ ମାମଲା (ନଂ. ୫୨/୨୦)ରୁଜୁ ହୋଇଥିବା ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ

ଗଞ୍ଜାମ,୧୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସିପିଆଇଏମ୍‌ ନେତା ଦିଲୀପ ଛୋଟରାୟଙ୍କ ମା’ ଅନୁଛାୟା ଛୋଟରାୟ (୮୫)ଙ୍କ ରବିବାର ନୀଳାଦ୍ରିପୁରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri