ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ‘କରୋନା ଯୋଦ୍ଧା ଆମର ହିରୋ’ ପେଣ୍ଟିଂ ପ୍ରତିଯୋଗିତା, ଭାଗନେଇ ଜିତିପାରିବେ ଆର୍ଥିକ ପୁରସ୍କାର

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.)- କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମରେ ଲକ୍‌ ଡାଉନ୍‌ ଓ ଆଂଶିକ ସଟ୍‌ ଡାଉନ୍‌ ଜାରି ରହିଛି। ଏହାକୁ ନେଇ ସମସ୍ତ ଜିଲାବାସୀ ଘରେ ରହୁଛନ୍ତି। ଏହି ସମୟର ଉଚିତ ବ୍ୟବହାର ପାଇଁ ତଥା ଛାତ୍ରୀଛାତ୍ରଙ୍କୁ ସମୟର ଉପଯୋଗ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପୂର୍ବରୁ ଡ୍ରଇଂ, ସ୍ଲୋଗାନ ଆଦି ପ୍ରତିଯୋଗିତା ଆଦି କରାଯାଉଛି। ଶନିବାରଠାରୁ ଆଉ ଏକ ଅଭିନବ ପ୍ରଦକ୍ଷେପ ସ୍ବରୂପ ଏକ୍ସ ଜେନ ସଂସ୍ଥା ସହ ମିଶି ଜ଼ିଲା ପ୍ରଶାସନ ପକ୍ଷରୁ ରାଜ୍ୟସ୍ତରୀୟ ପେଣ୍ଟିଂ ପ୍ରତିଯୋଗିତା ଆରମ୍ଭ କରାଯାଇଛି। କଳାକାର ଓ ଫାଇନ ଆର୍ଟର ଛାତ୍ରୀଛାତ୍ରମାନେ ଏଥିରେ ଭାଗ ନେଇ ନିଜର ଚିତ୍ରକୁ ଅନଲାଇନ୍‌ରେ ୨୮ ତାରିଖ ସୁଦ୍ଧା ଅପଲୋଡ୍‌ କରିପାରିବେ। ‘କରୋନା ଯୋଦ୍ଧା ଆମର ହିରୋ’କୁ ନେଇ ୧୩ଟି ବିଷୟରେ ଏହି ପେଣ୍ଟିଂ କରିବାକୁ କୁହାଯାଇଛି । କୃତି ଛାତ୍ରୀଛାତ୍ରଙ୍କୁ ଆର୍ଥିକ ପୁରସ୍କାର ସହ ପ୍ରମାଣପତ୍ର ଦିଆଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri