ଗଞ୍ଜାମ ୪ ।୪(ଡିଏନଏ )ଗତ କାଲି ଅର୍ଥାତ ଶୁକ୍ରବାର ବିଳମ୍ବିତ ରାତିରେ କିଛି ମୁସଲମାନ ସମ୍ପ୍ରଦାୟ ବ୍ୟକ୍ତି ଗଞ୍ଜାମ ବ୍ଲକ ଅଂଚଳ କୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି l ଏଥିପାଇଁ ତହସିଲଦାର ଅବନୀ କୁମାର ସାହୁ ସରପଞ୍ଚ, ଅଙ୍ଗନବାଡ଼ି କର୍ମୀ ଓ ଜନ ସାଧାରଣ ଙ୍କୁ ଲିଖିତ ଭାବେ ଅବଗତ କରାଇଛନ୍ତି l ଏହି ମୁସଲମାନ ମାନେ ତାଙ୍କ ସମ୍ପର୍କକିୟ ମାନଙ୍କ ଘରେ ଥିବା ଅନୁମାନ କରୁଛି ପ୍ରଶାସନ l ତେଣୁ ଭୟ ନ କରି ପ୍ରଶାସନ କୁ ସହଯୋଗ କରିବାକୁ ପତ୍ର ମାଧ୍ୟମରେ ନେବେଦନ କରିଯାଇଛି l ଏଥିସହିତ କୌଣସି ବ୍ୟକ୍ତି ସନ୍ଧାନ ପାଇଲେ ପ୍ରଶାସନ କୁ ଜଣାନ୍ତୁ ବୋଲି ଉଲେଖ ରହିଛି l
ଗଞ୍ଜାମ ବ୍ଲକ କୁ ମୁସଲମାନ ପଶିଆସିଥିବା ଆଶଙ୍କା:ସୂଚନା ପାଇଲେ ପ୍ରଶାସନ କୁ ଜଣାଇବା ପାଇଁ ଅନୁରୋଧ
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରକ୍ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
Archives

