ଗଞ୍ଜାମ ବ୍ଲକ କ୍ୱାରାଣ୍ଟାଇନରେ ୪୭୨ ସୁରଟ ଫେରନ୍ତା

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୁରଟରୁ ପ୍ରବାସୀ ଓଡ଼ିଆ ଫେରିବା ପରେ ଏହି ସମସ୍ୟା ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୨ ଜଣ ସୁରଟ ଫେରନ୍ତା। ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ୪୭୨ ସୁରଟ ଫେରନ୍ତା ରହିଥିବା ବିଡିଓ ଜ୍ୟୋତି ଶଙ୍କର ରାୟ ସୂଚନା ଦେଇଛନ୍ତି । ସେମାନଙ୍କୁ ସରକାରଙ୍କ ଗାଇଡଲାଇନ ଅନୁସାରେ ସହଯୋଗ କରାଯାଉଛି। ଜିଲାପାଳଙ୍କ ନିର୍ଦେଶକ୍ରମେ ଦୈନନ୍ଦିନ ସମସ୍ୟା ସମ୍ପର୍କରେ ପଚାରି ବୁଝା ଯାଉଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri