ଗଞ୍ଜାମ ମାଛ ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ବିଡିଓ

ଗଞ୍ଜାମ,୮।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପ୍ରଥମେ ଲକ୍‌ଡାଉନ ତା’ ପରେ ଗଞ୍ଜାମ ଜିଲାପାଳ ୧୯ ଘଣ୍ଟିଆ ସଟ୍‌ଡାଉନ ମଧ୍ୟ ଘୋଷଣା କରିସାରିଛନ୍ତି। ଗୋଷ୍ଠୀ ହୋଇ ନ ରହିବା ପାଇଁ ପ୍ରଶାସନ ପକ୍ଷରୁ ତାଗିଦ୍‌ କରାଯାଉଛି। ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଆହ୍ବାନ ଦେଉଛନ୍ତି ଜିଲାପାଳ l ଏହା ସତ୍ତ୍ୱେ ବୁଧବାର ସକାଳୁ ଗଞ୍ଜାମ ମାଛ ମାର୍କେଟରେ ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି l ଏନ୍‌ଏସି ପ୍ରଶାସନ ପ୍ରତିଦିନ ସହର ମଧ୍ୟରେ ପଇଁତରା ମାରୁଥିଲେ ମଧ୍ୟ ଏଥିପ୍ରତି ଲୋକଙ୍କ ଖାତିର୍‌ ନାହିଁ। ଏହା ପରେ ମଧ୍ୟ ବଜାରରେ ଲୋକଙ୍କ ଭିଡ଼ କମୁନାହିଁ। ଏ ନେଇ ବିଡିଓ ଜ୍ୟୋତି ଶଙ୍କର ରାୟ କୁହନ୍ତି, ଖୁବ୍‌ଶୀଘ୍ର ଚଢ଼ାଉ କରାଯାଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri