ଗଞ୍ଜାମ ସହରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଗଞ୍ଜାମ,୩୦ା୫(ଡି.ଏନ.ଏ.)-ଗଞ୍ଜାମ ସହରରେ ଶନିବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଜବରଦଖଲ ସ୍ଥାନକୁ ଜେସିବି ମେଶିନ ଦ୍ୱାରା ଭଙ୍ଗାଯାଇଛି। ତେବେ ଏନ୍‌ଏସି ପକ୍ଷରୁ ଉଠା ଦୋକାନୀଙ୍କୁ ଭେଣ୍ଡିଂ ଜୋନ ଯୋଗାଇବାରେ ବିଫଳ ହୋଇଥିବା ଜଣାପଡିଛି। ଏ ନେଇ ସାମାଜିକ କର୍ମୀ ସୁଧୀର କୁମାର ପାଢ଼ୀ କହିଛନ୍ତି, ଭେଣ୍ଡିଂ ଜୋନ ପାଇଁ ବହୁବାର ଦାବି ହୋଇଆସୁଛି। ଖୁବଶୀଘ୍ର ଏହାର ପ୍ରତିକାର ବ୍ୟବସ୍ଥା କରା ନ ଗଲେ ଆନ୍ଦୋଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri