ଗଞ୍ଜାମ ସହରରେ ମାଲାମାଲ ଅସାଧୁ ବ୍ୟବସାୟୀ: ଦୋକାନ ଆଗରେ ତାଲା, ଭିତରେ ଖୋଲା

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.):ମହାମାରୀ କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ସଟ୍‌ଡାଉନ୍‌ରେ ଫାଇଦା ଉଠଉଛନ୍ତି ଗଞ୍ଜାମ ସହରର କିଛି ଅସାଧୁ ବ୍ୟବସାୟୀ l ଦେକାନ ଆଗରେ ତାଲା ପଡ଼ିଥିଲେ ହେଁ ମାଲିକମାନେ ଭିତରେ ଭିତରେ ବିଭିନ୍ନ ଜିନିଷ ଚଢ଼ା ଦରରେ ବିକ୍ରି କରି ମାଲାମାଲ ହେଉଛନ୍ତିl ଆଳୁ, ବାଇଗଣ, ଓ ଖାଉଟି ସାମଗ୍ରୀ ଆଦି କଳା ବଜାରୀ ହେଉଥିବା ଅଭିଯୋଗ ହେଉଛିl ଦୋକାନ ମାଲିକମାନେ ଅତ୍ୟାବଶ୍ୟକ ଜିନିଷର ମଧ୍ୟ ଦର ବଢ଼ାଇ ଦେଇଛନ୍ତି l ଏହା ଦ୍ୱାରା ଗରିବ ଜନସାଧାରଣ ନାନା ହଇରାଣ ହେଉଛନ୍ତି l ସ୍ଥାନୀୟ ପ୍ରଶାସନ ଖାଲି କିଏ ମାକ୍ସ ପିନ୍ଧିନାହିଁି, ସଟ୍‌ଡାଉନ୍‌ରେ କିଏ ବାହାରେ ବୁଲୁଛି ତାହା ଅନୁଧ୍ୟାନ କରି ଚୁପ୍‌ ବସୁଛନ୍ତି l ସହରର ବଡ ବଡ଼ ଦୋକାନ ଗୁଡିକରେ ପ୍ରଶାସନ ପକ୍ଷରୁ ଯଦି ନିୟମିତ ଚଢ଼ାଉ ଜାରି କରାଯାଇଥାନ୍ତା ତାହା ହେଲେ ଏପରି ଅବସ୍ଥା ହୋଇଛି ନ ଥାନ୍ତା ବୋଲି ବୁଦ୍ଧଜୀବୀ ମହଲରେ ମତ ପ୍ରକାଶ ପାଇଛି l ଏ ସମ୍ପର୍କରେ ତହସିଲଦାରଙ୍କୁ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିବା ବେଳେ ବିଡ଼ିଓ ଜ୍ୟୋତି ଶଙ୍କର ରାୟ କହିଛନ୍ତି ତଦନ୍ତ ପରେ ପଦକ୍ଷେପ ନିଆଯିବ l ଏଣୁ ପ୍ରଶାସନ ପକ୍ଷରୁ ଅସାଧୁ ବେପାରୀଙ୍କୁ ଧରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଞ୍ଚଳବାସି ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?