ଗଞ୍ଜାମର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ପାଇଁ ହାସ୍ୟ ଶିବିର

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ପାଇଁ ହାସ୍ୟ ଶିବିରର ଆୟୋଜନ କରାଯାଉଛି। ଏହାଫଳରେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ମନ ସ୍ଥିର ରହିବା ସହ ସ୍ବାସ୍ଥ୍ୟାବସ୍ଥା ଠିକ ରହିପାରୁଥିବା କୁହାଯାଇଛି। ଏହାଛଡ଼ା ପ୍ରବାସୀମାନେ ଯୋଗଠାରୁ ଆରମ୍ଭ କରି ବ୍ୟାୟାମ, ପରିସରରେ ଚାରାରୋପଣ ଓ ସଫେଇ କାର୍ଯ୍ୟ କରୁଛନ୍ତିି। ସେମାନଙ୍କୁ ଦକ୍ଷତା, ସ୍ବାସ୍ଥ୍ୟକର୍ମୀ ତାଲିମ ଦିଆଯାଉଛି। କ୍ୱାରେଣ୍ଟାଇନ ସେଣ୍ଟରରେ ଦୈନିକ ନୂଆ ନୂଆ କାର୍ଯ୍ୟକ୍ରମ କରାଯାଇ ଅନ୍ତେବାସୀଙ୍କୁ ଏଥିରେ ସାମିଲ କରାଯାଉଥିବା ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

ନାମାଙ୍କନପତ୍ର ଦାଖଲ କଲେ ନିପନ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ନିପନ କୁମାର ଦାଶ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି ।...

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର, ନଡ୍ଡା

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri