ଗଞ୍ଜାମର ହିଞ୍ଜିଳି ବ୍ଲକ, ୨ ପଞ୍ଚାୟତକୁ ମିଳିଛି ଜାତୀୟ ପୁରସ୍କାର: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଏବଂ ଶେରଗଡ଼ ବ୍ଲକର ଅଲାରିଗଡ଼ ଓ ହିଞ୍ଜିଳିବ୍ଲକର ଶାସନଆମ୍ବଗାଁ ଗଞ୍ଚାୟତଜାତୀୟସ୍ତରରେ ପୁରସ୍କୃତ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଉକ୍ତ ବ୍ଲକ ଓ ପଞ୍ଚାୟତକୁ ଦିନଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତିକରଣ ପୁରସ୍କାର ମିଳିଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଛନ୍ତି। ଏଥିଲାଗି ଆଗାମୀ ଦିନରେ ଗ୍ରାମାଞ୍ଚଳରେ ଉତ୍ତମ ସେବା ଯୋଗାଇବାରେ ସହାୟକ ହୋଇପାରିବ। ପଞ୍ଚାୟତକୁ କ୍ଷମତା ହସ୍ତାନ୍ତରୀକରଣ କରିବା ନେଇ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ପେଟ୍ରୋଲ୍‌ରେ ଚାଲିବ ବାଇକ୍‌! Hero ଆଣୁଛି ଦେଶର ପ୍ରଥମ ଇଥାନଲ୍ ଚାଳିତ ଫ୍ଲେକ୍ସ-ଫ୍ୟୁଏଲ୍ ବାଇକ୍‌; ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୫: ଭାରତରେ ପରିବେଶ ଅନୁକୂଳ ତଥା ବିକଳ୍ପ ଜାଳେଣିର ବ୍ୟବହାରକୁ ପ୍ରୋତ୍ସାହନ ଦେବା ଦିଗରେ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି ଦେଶର ସବୁଠାରୁ ବଡ଼ ଦୁଇଚକିଆ ଯାନ…

‘VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୫: ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ ମିଡିଆରେ ସୁରକ୍ଷା ସୂଚନା ଶେୟାର୍‌ କଲେ ଏଣିକି ହେବ କାର୍ଯ୍ୟାନୁଷ୍ଠାନ।…

ମା’ଙ୍କୁ ନେଇ ହସ୍ପିଟାଲ ଯାଉଥିବା ବେଳେ ଜଳିଗଲା କାର୍; ୪ ଜୀବନ୍ତ ଦଗ୍ଧ, ଜିଲା ପରିଷଦ…

ଜୟପୁର,୨୮ା୫:  ରାଜସ୍ଥାନର ଆଜମେର ଜିଲାର ବୋରାଡା ପୋଲିସ ଷ୍ଟେସନ ଅଞ୍ଚଳର ଶ୍ରୀରାମପୁରା ଗାଁରେ ଗୁରୁବାର ସକାଳେ ଏକ ହୃଦୟ ବିଦାରକ ଦୁଃଖଦ ଘଟଣା ଘଟିଛି । ହଠାତ୍…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri