ଗଞ୍ଜାମରେ ଟିକାକରଣ ଲକ୍ଷ୍ୟ ପୂରଣ: ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କଲେ ଜିଲାପାଳ

ଛତ୍ରପୁର,୧ା୧୧(ଡି.ଏନ.ଏ)- ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ନୂଆଦିଲ୍ଲୀ ଜନପଥସ୍ଥିତ ଡ. ଆମ୍ବେଦକାର ଇଣ୍ଟରନ୍ୟାଶନାଲ ସେଣ୍ଟରଠାରେ ପଲ୍‌ସ ପୋଲିଓ ସିଲଭର ଜୁବିଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୨୦୧୭-୧୮ରେ ୯୦ ପ୍ରତିଶତ ଟିକାକରଣ (ମିଶନ ଇନ୍ଦ୍ରଧନୁଷ୍‌) ଲକ୍ଷ୍ୟ ପୂରଣ ପାଇଁ ଗଞ୍ଜାମ ଜିଲାକୁ ପ୍ରଶଂସା ପ୍ରମାଣପତ୍ର ମିଳିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ କୁମାର ପାଣିଗ୍ରାହୀ ନୂଆଦିଲ୍ଲୀ ଯାଇ ଉକ୍ତ ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କରିଛନ୍ତି। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଓ ପୂର୍ବତନ ବିଭାଗୀୟ ମନ୍ତ୍ରୀ ଜେ. ପି. ନଡା ପ୍ରମାଣପାତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ବର୍ଷକ ମଧ୍ୟରେ ଶିଶୁଙ୍କୁ ପୋଲିଓଠାରୁ ଆରମ୍ଭ କରି ବିସିଜି, ପେଣ୍ଟା, ରୋଟା ଭାଇରସ ଓ ମିସିଲ୍ସ ସମସ୍ତ ଟିକା ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

କାଠଯୋଡି ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର: ବ୍ୟାଗ-ଚପଲ ରଖି…

କଟକ,୪।୬(ପ୍ରଭୁକଲ୍ୟାଣ ପାଲ୍‌): କାଠଯୋଡି ନଦୀରୁ ପୁଣି ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। କଟକ ତ୍ରିଶୁଳିଆ ପୋଲ ତଳେ ଭାସୁଛି ମହିଳାଙ୍କ ମୃତଦେହ। ଉଦ୍ଧାର କଲା ଅଗ୍ନିଶମ…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri