ଗଞ୍ଜାମରେ ନୂଆ ପଜିଟିଭ୍‌ ମଧ୍ୟରେ ୧୧ କରୋନା ଯୋଦ୍ଧା, ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ସେଥିରେ ୧୧ ଜଣ କରୋନା ଯୋଦ୍ଧା ମଧ୍ୟ ଅଛନ୍ତି। ସେମାନେ କରୋନା ପଜିଟିଭ୍‌ମାନଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ଶନିବାର ଅପରାହ୍ନ ରେ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନରେ ଥିବା ବୁଗୁଡ଼ା ବ୍ଲକର ଜଣେ ସୁରଟ ଫେରନ୍ତା, ହୋମ କ୍ୱାରେଣ୍ଟାଇନରେ ଥିବା ପାତ୍ରପୁର ବ୍ଲକର ଜଣେ ରହିଛନ୍ତି। ଏଥିସହ କରୋନା ପଜିଟିଭ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଛତ୍ରପୁର ବ୍ଲକର ୪ ଜଣ, ପାତ୍ରପୁର ବ୍ଲକର ୨ ଜଣ, ଚିକିଟି, ଭଞ୍ଜନଗର ଓ ଆସିକା ବ୍ଲକର ଜଣେ ଲେଖାଏ ଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri