ଗଞ୍ଜାମରେ ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା: କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ; ଜିଲାରେ ପଜିଟିଭ୍‌ ସଂଖ୍ୟା ୮୯

ଭୁବନେଶ୍ୱର,୯।୫(ବ୍ୟୁରୋ): ଗଞ୍ଜାମରେ ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ ପୁରୁଷ ହୋଇଥିବା ବେଳେ ବୟସ ଯଥାକ୍ରମେ ୩୯,୪୯,୧୬,୪୮,୪୫ ବର୍ଷ। ସମସ୍ତେ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିଲେ। ସେମାନଙ୍କ ନିକଟରେ କୌଣସି ଲକ୍ଷଣ ନ ଥିଲା। ତେବେ ନମୂନା ପଜିଟିଭ୍‌ ଆସିବା ପରେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ଶନିବାର ପୂର୍ବାହ୍ନରେ ୧୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଅରାହ୍ନରେ ଆଉ ମୋଟ ୬ଜଣ ଚିହ୍ନଟ ହୋଇଛନ୍ତି। ଏଣୁ ଏଯାବତ ଜିଲାରେ ୧୮ଜଣ ପଜିଟିଭ୍‌ ଚିହ୍ନଟ ହୋଇସାରିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୨୯୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri