ଗଞ୍ଜାମରେ ପୁଣି ୩୩ କରୋନା ସଂକ୍ରମିତ: ଆକ୍ରାନ୍ତଙ୍କ ସଂଖ୍ୟା ୬୦୦ ଟପିଲା

ବ୍ରହ୍ମପୁର ଅଫିସ,୮ା୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଜିଲାରେ କରୋନା ଭୂତାଣୁ ଜନିତ ସଂକ୍ରମିତଙ୍କ ସଂଖ୍ୟାରେ ପ୍ରତିଦିନ ରେକର୍ଡ ବୃଦ୍ଧି ଘଟୁଛି। ସୋମବାର ଜିଲାରେ ପୁଣି ୩୩ ନୂତନ ସଂକ୍ରମିତଙ୍କୁ ନେଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୩୧ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଜିଲାରେ ସମୁଦାୟ ୪ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୪୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅବଶିଷ୍ଟ ୨୧୭ ଜଣ ଜିଲାର ବିଭିନ୍ନ କୋଭିଡ୍‌ -୧୯ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ଲାଗି ଗଞ୍ଜାମରେ ଶନିବାର ଓ ରବିବାର ଦୁଇଦିନିଆ ଶଟ୍‌ଡାଉନ୍‌ କାର୍ଯ୍ୟକାରୀ ହୋଇଛି। ଅନ୍ୟପଟେ ଜିଲାରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଡାକ୍ତର, ଆଶା ଓ ଅନ୍ୟ ସ୍ବାସ୍ଥ୍ୟକର୍ମୀମାନେ ଅନ୍ତେବାସୀଙ୍କ ସ୍ବାସ୍ଥ୍ୟର ଯତ୍ନ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?