ଗଞ୍ଜାମରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି

ଛତ୍ରପୁର, ୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବେଲଗୁଣ୍ଠା ବ୍ଲକର ୫୧, ୫୪, ୨୩ ଓ ୬୦ ବର୍ଷୀୟ ପୁରୁଷ ରହିଥିବା ବେଳେ ପାତ୍ରପୁର ବ୍ଲକର ୩୫ ଓ ୧୮ ବର୍ଷୀୟ ପୁରୁଷ ରହିଛନ୍ତି। ସେହିପରି ଭଞ୍ଜନଗର ଏନ୍‌ଏସିର ୪୫ ବର୍ଷୀୟା ମହିଳା ଓ ବ୍ଲକର ୫୫ ବର୍ଷୀର ପୁରୁଷ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ବଢ଼ୁଛି ସାପ ଆତଙ୍କ: ସାପ-ନେଉଳ ଏମିତି ଲଢେଇ, VIDEO ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)-କିଛି ଦିନ ବ୍ୟବଧାନକୁ ଥରେ ଭଞ୍ଜନଗର ଅଞ୍ଚଳରେ ବର୍ଷା ହେଉଛି। ଏହାର ପ୍ରଭାବରେ ନଦୀ, ନାଳ, ଗର୍ତ୍ତ ଗୁଡ଼ିକରେ ପାଣି ଭର୍ତ୍ତି ହେଉଛି। ଫଳରେ ସାପ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri