ଭୁବନେଶ୍ୱର,୯।୫(ବ୍ୟୁରୋ): ପୁଣି ଚିନ୍ତା ବଢ଼ାଇଲା ଗଞ୍ଜାମ। ଜିଲାରେ ଶୁକ୍ରବାର ୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଶନିବାର ୧୨ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ସ୍ଥାନ ବଜାୟ ରଖିଛି।
ଭୁବନେଶ୍ୱର,୯।୫(ବ୍ୟୁରୋ): ପୁଣି ଚିନ୍ତା ବଢ଼ାଇଲା ଗଞ୍ଜାମ। ଜିଲାରେ ଶୁକ୍ରବାର ୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଶନିବାର ୧୨ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ସ୍ଥାନ ବଜାୟ ରଖିଛି।
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...
ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...
ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...
ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...
ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...
ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...
ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...
