ଗଞ୍ଜାମରେ ୧୨ କରୋନା ଯୋଦ୍ଧାଙ୍କ ସମେତ ୪୨ ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି। ୪୨ ଆକ୍ରାନ୍ତଙ୍କ ମଧ୍ୟରେ ୧୨ ଜଣ କରୋନା ଯୋଦ୍ଧା ଅଛନ୍ତି। ୩ ଆକ୍ରାନ୍ତ କର୍ଣ୍ଣାଟକ, ସୁରଟ ଓ ଚେନ୍ନାଇ ଫେରନ୍ତା। ତେବେ ଅନ୍ୟ ୨୭ ଜଣ ଚିହ୍ନଟ ହୋଇଥିବା ପଜିଟିଭମାନଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି। ଏ ସମ୍ପର୍କରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ସୂଚନା ଯୋଗ୍ୟ, ମୋଟ ଆକ୍ରାନ୍ତ ୭୯୭ଙ୍କ ମଧ୍ୟରୁ ୬୩୬ ସୁସ୍ଥ ହୋଇଥିବାବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି। ୧୬୧ ଜଣ କରୋନା ଆକ୍ରାନ୍ତଙ୍କ କୋଭିଡ ହସ୍ପିଟାଲରେ ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri