ଗଞ୍ଜାମରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮, ସୁସ୍ଥ ହେଲେଣି ୩୦୨

ବ୍ରହ୍ମପୁର ଅଫିସ,୨୯।୫: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଜିଲାରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮ରେ ପହଞ୍ଚିଛି। ସେହିପରି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅବଶିଷ୍ଟ ୯୩ ଜଣ ଜିଲାର ବିଭିନ୍ନ କୋଭିଡ୍‌ -୧୯ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି । ଗୋଟିଏ ପଟେ କରୋନା ସଂକ୍ରମିତଙ୍କ ଆରୋଗ୍ୟ ହାର କାମୁଥିବା ବେଳେ ଅନ୍ୟପଟେ ଦିନକୁ ଦିନ ନୂତନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।
ରାଜ୍ୟରେ ଏଯାବତ୍‌ ମୋଟ ୧୭୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ଗଞ୍ଜାମ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ(୩୯୮) ରହିଥିବା ବେଳେ ଏହି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି ଯାଜପୁର(୨୫୩)।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri