ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ପୋଲିସ ମାଶ୍ରିପଡା ରାସ୍ତା ପୁକେରିମା ସାହିରେ ଚଢ଼ାଉ କରି ଏକ ବୋଲରରୁ ୧ କୁଇଣ୍ଟାଲ ୬ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଫୁଲବାଣୀ ସହର ପାଖ ସରୁପଡାର ବାବୁଲା କହଁର, ଗୁଦାରୀ ପଞ୍ଚାୟତ ଗଉଡପଡାର ରଞ୍ଜନ କହଁର। ଭୁବନେଶ୍ୱର ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ ନିକଟରେ ଖବର ପହଞ୍ଚତ୍ଥିଲା। ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓଙ୍କ ନେତୃତ୍ୱରେ ଏକ ଟିମ୍ ପୁକେରିମା ସାହିଠାରେ ଯାଞ୍ଚ ଆରମ୍ଭ କରିଥିଲା। ଏକ ବୋଲେରୋ(ଓଡି୦୫ପି-୬୩୭୯)କୁ ଅଟକାଇ ଯାଞ୍ଚବେଳେ ସେଥିରୁ ବ୍ୟାପକ ପରିମାଣର ଗଞ୍ଜେଇ ମିଳିଥିଲା। ନଂ.୬୭/୧୯ରେ ମାମଲା ରୁଜୁ ହୋଇଛି।
ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ
ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…
IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!
ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…
୩ ପରେ ୪ର୍ଥ
ଭୁବନେଶ୍ୱର,୨।୭(ସୁନିତ୍ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…
ମଣିଷଠାରୁ ମହାନ୍
ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…
ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍ଆଇ ପରୀକ୍ଷା
ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍-ଇନ୍ସପେକ୍ଟର (ଏସ୍ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…
ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…
ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…
ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ
ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…
ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା
ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…
Archives

