ଗଞ୍ଜେଇ ଭର୍ତ୍ତି ବୋଲେରୋ ଜବତ: ଡ୍ରାଇଭର ସମେତ ୨ ଫେରାର

ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ସହର ଆଟଗାଁ ରାସ୍ତାର ମଦନଗୁଡିଆ ବଗିଚା ନିକଟରେ ରବିବାର ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପୋଲିସ ଜବତ କରିଛି। ଭୋରୁ ପୋଲିସ ପାଟ୍ରୋଲିଂ ଟିମ୍‌କୁ ଦେଖି ଡ୍ରାଇଭର ଓ ଅନ୍ୟ ଜଣେ ସହଯୋଗୀ ଗାଡ଼ି ଛାଡି ଫେରାର ହୋଇଯାଇଥିଲେ। ପୋଲିସ ଉକ୍ତ ଗାଡ଼ିକୁ ଜବତ କରିଛି। ସେଥିରୁ ୭ ବସ୍ତା ଗଞ୍ଜେଇ ବାହାରି ଥିବା ବେଳେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଗଞ୍ଜେଇ ଓଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri