ଗଠନ ହେଲା ଭାଜପା ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି: ଧର୍ମେନ୍ଦ୍ର, ଜୁଏଲ ହେଲେ ସ୍ବତନ୍ତ୍ର ଆମନ୍ତ୍ରିତ ଅତିଥି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ବୁଧବାର ଭାଜପାର ସଂସଦୀୟ କାର୍ଯ୍ୟନିର୍ବାହୀ କମିଟି ଗଠନ ହୋଇଛି। ଏହି କମିଟିରେ ଓଡ଼ିଶାର ୩ ପ୍ରମୁଖ ଭାଜପା ନେତାଙ୍କୁ ସ୍ଥାନ ମିଳିଛି। ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ଲୋକ ସଭା ସଚେତକ ହୋଇଥିବା ବେଳେ ସୁନ୍ଦରଗଡ଼ ଏମ୍‌ପି ଜୁଏଲ୍‌ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଯଥାକ୍ରମେ ଲୋକ ସଭା ଓ ରାଜ୍ୟ ସଭାର ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଥିବା ବେଳେ ରାଜନାଥ ସିଂ ଲୋକ ସଭାରେ ଦଳର ଉପନେତା ଓ ଥାଓ୍ବାରଚାନ୍ଦ ଗେହଲଟ ରାଜ୍ୟସଭାରେ ଦଳର ଉପନେତା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri