ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ, କଠୋର ଦଣ୍ଡ ଦାବି

ଭବାନୀପାଟଣା,୨୫।୯(ଡି.ଏନ.ଏ.)-ଜଣେ ଛାତ୍ରୀ ପ୍ରତି ହୋଇଥିବା ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରିବା ସହ କଠୋର ଦଣ୍ଡ ଦାବି କରି ବିଜୁ ଛାତ୍ର ଜନତା ଦଳ କାର୍ଯ୍ୟକର୍ତ୍ତା କଳାହାଣ୍ଡି ଏସ୍‌ପି ଓ ଏଡିଏମ୍‌କୁ ଭେଟି ଦାବିପତ୍ର ଦେଇଛନ୍ତି । ବିଜୁ ଛାତ୍ର ଜନତା ଦଳ କଳାହାଣ୍ଡି ସଭାପତି ଅବିନାଶ ଠାକୁରଙ୍କ ନେତୃତ୍ୱରେ ଏକ ଦଳ ଏସପି ଓ ଏଡିଏମ୍‌କୁ ଉକ୍ତ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥି ସହ ପୀଡିତାଙ୍କ ପରରିବାରଙ୍କୁ ସୁରକ୍ଷା ଯୋଗାଇ ଦେବା ସହ ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି। ଉକ୍ତ ପ୍ରତିନିଧି ଦଳରେ ବିଜୁ ଛାତ୍ର ଜନତାଦଳ ସଭାପତି ଠାକୁରଙ୍କ ସମେତ ମଣ୍ଟୁ ନାଏକ, ଅମରଦୀପ ସିଂହ, ଅବିଶେକ ମହାପାତ୍ର, ହରିସ ଅହିର, ସୁଭ୍ରାଂଶୁ ଦାସ, ସୁନୀଲ ବେହେରା, ଜିତେନ୍ଦ୍ର ବେହେରା ଓ ଭେଙ୍କେଟେସ ପ୍ରସାଦ ମାଝି ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri