ଆନନ୍ଦପୁର,୧୯। ୭(ସ୍ବ.ପ୍ର.): ଗତ ୧୭ ତାରିଖ ବୁଧବାର ଦିନ ପାଟକୁରା ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ଗସ୍ତ ସମୟରେ କେନ୍ଦ୍ରାପଡ଼ା ଏସ୍ପି ଜଣେ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି। ଏ ନେଇ ଏସ୍ପିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିକରି ଆନନ୍ଦପୁର ପ୍ରେସ୍ କ୍ଲବ ପକ୍ଷରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁଙ୍କୁ ପ୍ରଦାନ କରାଯାଇଛି। ପ୍ରେସ୍ କ୍ଲବ ସମ୍ପାଦକ ସନ୍ତୋଷ ରାଉତଙ୍କ ସଂଯୋଜନାରେ ସଭାପତି ଗୋପାଳ କୃଷ୍ଣ ରାଉତ, ଉପସଭାପତି ଶ୍ରୀକୁମାର ମିଶ୍ର, ଯୁଗ୍ମ ସମ୍ପାଦକ ଶୁଭକାନ୍ତ ନାୟକ, ରାଜୀବ ଲୋଚନ ଜେନା, ଅନୀଲ କୁମାର ସାହୁ, କୋଷାଧ୍ୟକ୍ଷ ଦିଲ୍ଲୀପ କୁମାର ମିଶ୍ର, ବରିଷ୍ଠ ଖବରଦାତା ଲୋକନାଥ ସିଂହ, ସୁବାଷ ପଣ୍ଡା ପ୍ରମୁଖଙ୍କ ସମେତ ବହୁ ଖବରଦାତା ଉପସ୍ଥିତ ରହି ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରତି ବିଭିନ୍ନ ସମୟରେ ହେଉଥିବା ଆକ୍ରମଣ ଓ ଦୁର୍ବ୍ୟବହାରକୁ ନିନ୍ଦା କରିବା ସହ ଦୃଢ କାର୍ଯ୍ୟନୁଷ୍ଠାନ ଦାବି କରିଛନ୍ତି।
ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ଘଟଣା: ଆନନ୍ଦପୁର ପ୍ରେସ୍ କ୍ଲବ ପକ୍ଷରୁ କେନ୍ଦ୍ରାପଡା ଏସ୍ପିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା
ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…
ଚୋରାରେ ଚାଲିଛି ଗ୍ୟାସ୍ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ
ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…
ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର
ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍ଘାଟିତ…
୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍ଏଚ୍-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…
ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…
ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…
ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…
ଭୁବନେଶ୍ୱର, ୨।୪(ସୁନିତ୍ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…
ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…
ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
Archives

