ଗଣେଶ ପୂଜାର ଅନ୍ତିମ ଦିନ, ଭସାଣି ଉତ୍ସବ ଲାଗି ଚଳଚଞ୍ଚଳ ତାଳଚେର

ତାଳଚେର,୧୪।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଗଣେଶ ପୂଜାର ଶନିବାର ଅନ୍ତିମ ଦିବସ। ଏହି ଉପଲକ୍ଷେ ସହରରେ ଭସାଣି ଉତ୍ସବ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ବ୍ରଜ କିଶୋର ପ୍ରଧାନ, ଅନୁଗୋଳ ଜିଲାପାଳ ମନୋଜ ମହାନ୍ତି, ଉପଜିଲାପାଳ ତଥା କେନ୍ଦ୍ରୀୟ ପୂଜା କମିଟିର ସଭାପତି ପରେଶ ଚନ୍ଦଅ ନାୟକ, ଅତିରିକ୍ତ ଏସ୍‌ପି ସନ୍ତୋଷ ମିଶ୍ର, ଏସ୍‌ଡିପିଓ ହେମନ୍ତ କୁମାର ପଣ୍ଡା, ନିର୍ବାହୀ ଅଧିକାରୀ ଅତସୀ ପରିଡ଼ା ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଏହାକୁ ଶାନ୍ତିଶୃଙ୍ଖଳାରେ ପାଳନ କରିବାକୁ ଅତିଥିମାନେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା…

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଭବାନୀପାଟଣା/ଜୁନାଗଡ଼,୨୦।୪(ଉତ୍ତମ ଦାଶ/ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର…

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri