ଗତ ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ସର୍ବାଧିକ ମୃତ୍ୟୁସଂଖ୍ୟା ୪୪୫

ନୂଆଦିଲ୍ଲୀ,୨୨।୬: ଦେଶରେ ସୋମବାର ପୁଣି ନୂଆ ୧୪,୮୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ କରୋନା ଜନିତ ସର୍ବାଧିକ ୪୪୫ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଚିହ୍ନଟକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୨୫୨,୮୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧,୭୪,୩୮୭ଜଣ ଚିକିତ୍ସାଧିନ ଥିବା ବେଳେ ୨,୩୭୧,୯୫ ସୁସ୍ଥ ହୋଇଛନ୍ତି। ଏତଦ୍‌ ବ୍ୟତୀତ ୧୩,୬୯୯ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ କରୋନା ସଂକ୍ରମଣରେ ଅତ୍ୟଧିକ ପ୍ରଭାବିତ ରାଜ୍ୟ ହେଉଛି ମହାରାଷ୍ଟ୍ର। ଯେଉଁଠାରେ କରୋନା ଆକ୍ରାନ୍ତଙ୍କ ଲକ୍ଷେ ଟପି ୧,୩୨୦,୭୫ରେ ପହଞ୍ଚିଛି। ସେହିପରି ଦିଲ୍ଲୀରେ ୫୯,୭୪୬ ଓ ତାମିଲନାଡ଼ୁରେ ୫୯,୩୭୭ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri