ରାଜ୍ୟରେ ଚିହ୍ନଟ ହେଲେ ୨୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୨ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୪ ହଜାର ୩୮୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୮ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୮, ବରଗଡରୁ ୧, ଭଦ୍ରକରୁ ୧, କଟକରୁ ୧୫, ଢେଙ୍କାନାଳରୁ ୩, ଗଜପତିରୁ ୨, ଗଞ୍ଜାମ ୨, ଜଗତ୍‌ସିଂହପୁରରୁ ୫, ଯାଜପୁରରୁ ୬, ଝାରସୁଗୁଡାରୁ ୫, କେନ୍ଦ୍ରାପଡରୁ ୩, କେନ୍ଦୁଝରରୁ ୧, କୋରାପୁଟରୁ ୨, ମୟୂରଭଞ୍ଜରୁ ୮, ନୟାଗଡ଼ରୁ ୩, ନୂଆପଡାରୁ ୧, ପୁରୀରୁ ୬, ରାୟଗଡରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୨୧, ସୋନପୁରରୁ ୧, ସୁନ୍ଦରଗଡରୁ ୭ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri