ଗନ୍ଧମାର୍ଦ୍ଦନ ଲୌହଖଣିରେ ସାନିଟାଇଜ୍‌ ଟନେଲ ବ୍ୟବସ୍ଥା

କେନ୍ଦୁଝର, ୧୧ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଓଡିଶା ଖଣି ନିଗମର ଶୁଆକାଟୀ ଗନ୍ଧମାର୍ଦ୍ଦନ ଲୌହଖଣିରେ ସ୍ବୀକୃତିପ୍ରାପ୍ତ ରେଜିଙ୍ଗ ଏଜେନ୍ସି କଳିଙ୍ଗ କମର୍ସିଆଲ କର୍ପୋରେଶନ ଲିଃ ପକ୍ଷରୁ କୋଭିଡ-୧୯ ପ୍ରତିକାର ପାଇଁ ୨ଟି ସ୍ବତନ୍ତ୍ର ସାନିଟାଇଜ୍‌ ଟନେଲ ସ୍ଥାପନ କରାଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି କରୋନା ସଂକ୍ରମଣ ନିରୋଧି ବିଶୋଧନ ଟନେଲ ମଧ୍ୟ ଦେଇ କର୍ମଚାରୀ କାମକୁ ଯିବା ପୂର୍ବରୁ ଏବଂ ପରେ ଏହା ଭିତରେ ପଶି ୭ ସେକେଣ୍ଡ ପାଇଁ ଛିଡା ହେଲେ ସମଗ୍ର ଶରୀର ବିଶୋଧନ ହେବ। ଏଥିସହ ଖଣିରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀଙ୍କ ସୁରକ୍ଷା ପାଇଁ ହାତଧୁଆ ସାବୁନ, ମାସ୍କ, ସାନିଟାଇଜର ଦିଆଯିବା ସହ କରୋନା ଭଳି ମହାମାରୀ ରୋଗର ପ୍ରତିରୋଧ କରିବା ପାଇଁ କାମ ସମୟରେ ସାମାଜିକ ଦୂରତ୍ୱ ନିୟମକୁ କଡାକଡି ପାଳନ କରାଯାଉଛି। କରୋନା ପ୍ରତିକାର ପାଇଁ ଖଣି ମଧ୍ୟରେ କେସିସି ପକ୍ଷରୁ ବ୍ୟାପକ ସଚେତନତା ହାତକୁ ନିଆଯାଇଛି।

(ଫଟୋ)


Enter your email to get our daily news in your inbox.

All Right Reserved By Dharitri.Com

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri