Posted inଜାତୀୟ

ଗନ୍‌ ପଏଣ୍ଟ୍‌ରେ ଯାନବାହନ ଚେକିଂ କରୁଛି ଉତ୍ତରପ୍ରଦେଶ ପୋଲିସ୍‌: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ପୂର୍ବରୁ ଉତ୍ତରପ୍ରଦେଶର ଜଣେ ହାବିଲଦାର୍‌ ଚୋରଙ୍କ ପିଛା କରୁଥିବା ସମୟରେ ବନ୍ଧୁକ ନ ଫୁଟିବାରୁ ପାଟିରେ ଠାଏ ଠାଏ କହୁଥିବାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହୋଇଥିଲା। ଏବେ ରାଜ୍ୟ ପୋଲିସ ରାସ୍ତାରେ ବିଭିନ୍ନ ଯାନବାହନକୁ ଅଟକାଇ ଗନ୍‌ପଏଣ୍ଟ୍‌ରେ ଚେକିଂ ଅଭିଯାନ ଜାରି ରଖିଛି। ତେବେ ଏଭଳି ଚେକିଂ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ତେବେ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅପରାଧୀଙ୍କୁ ଚିହ୍ନଟ କରିବା କଷ୍ଟକର। ତେଣୁ ସୁରକ୍ଷା ଦୃଷ୍ଟିରୁ ଏଭଳି କରାଯାଉଛି। ଏନେଇ ସାଧାରଣ ଲୋକଙ୍କର ଆତଙ୍କିତ ହେବାର କୌଣସି କାରଣ ନାହିଁ। ରାଜ୍ୟରେ ଅପରାଧୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏପରି କରାଯାଉଥିବା ପୋଲିସ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷ୍ଣସାର ମୃଗ ଛୁଆ ଗୋଡ଼ାଇଲା ବୁଲା କୁକୁର, ଜୀବନ ବିକଳରେ ଏଣେତେଣେ ଦୌଡ଼ି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?