ଗରମ ପ୍ରକୋପ: ଭଗବାନଙ୍କୁ କୋଲ୍ଡ ଡ୍ରିଙ୍କ୍ସ ପିଆଇଲେ ଭକ୍ତ

ବାରାଣସୀ,୨୯।୫: ଉତ୍ତର ଭାରତରେ ଗରମର ପ୍ରକୋପ ବଢ଼ିବାରେ ଲାଗିଛି। ଗରମ ଯୋଗୁ ସାଧାରଣ ଲୋକଙ୍କ ବ୍ୟତୀତ ଭଗବାନ ବି ଏଥିରୁ ନିସ୍ତାର ପାଇପାରୁ ନାହାନ୍ତି। ତେବେ ଏହାକୁ ଦୃଷ୍ଟିରେ ରଖି ଲୋକମାନେ ନିଆରା ଢ଼ଙ୍ଗ ଆପଣାଇଛନ୍ତି। ଗରମ ଦାଉରୁ ରକ୍ଷା ପାଇବା ପାଇଁ ଭକ୍ତମାନେ ଭଗବାନଙ୍କୁ କୋଲ୍ଡ ଡ୍ରିଙ୍କ୍ସ୍‌ ପିଆଇବା ସହ ଏସି ଓ ଫ୍ୟାନର ବ୍ୟବସ୍ଥା କରିଥିବା ଜଣାପଡ଼ିଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ବାରାଣସୀରେ। ସୂଚନାଯୋଗ୍ୟ, ଧର୍ମର ନଗରୀ କାଶୀରେ ଥିବା ବାବା ବଟୁକ ଭୈରବ ମନ୍ଦିରରେ ଭକ୍ତମାନେ ଭଗବାନଙ୍କୁ କୋଲ୍ଡ ଡ୍ରିଙ୍କ୍ସ ଓ ଚକୋଲେଟ୍‌ ଚଢ଼ାଉଥିବା ନଜର ଆସିଛି।

ଲକ୍‌ଡାଉନ ଯୋଗୁ ଶ୍ରଦ୍ଧାଳୁମାନଙ୍କ ପାଇଁ ଏବେ ମନ୍ଦିର ବନ୍ଦ ରହିଥିବାରୁ ସେବକ ଓ ପୂଜକମାନେ ପୂଜାର୍ଚ୍ଚନା କରି ଏହାକୁ ଭୋଗ କରୁଥିବା ନଜର ଆସିଛି। ଏଥିସହ ଭଗବାନଙ୍କୁ ଗରମ ନ ଲାଗିବା ପାଇଁ ମନ୍ଦିରରେ ଏସି, ଫ୍ୟାନ ଇତ୍ୟାଦି ଲଗାଯାଇଛି। ପ୍ରତିବର୍ଷ ଗ୍ରୀଷ୍ମ ସମୟରେ ବାବା ବଟୁକ ଭୈରବ ମନ୍ଦିରରେ ଏଭଳି କରାଯାଇଥାଏ ବୋଲି ମନ୍ଦିରର ପୂଜକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri