ଗରିବ, ଅସହାୟଙ୍କୁ ସହାୟତା କଲା ପୁରାତନ ଛାତ୍ର ସଙ୍ଗଠନ

କୋଣାର୍କ,୨୪ା୪(ଡି.ଏନ.ଏ): କୋଣାର୍କ ଥାନା ଅଧୀନ ଜୁଣେଇଁ, ଗାଗପୁର, ମାଟିଆପଡ଼ା ଗ୍ରାମରେ ଶୁକ୍ରବାର କୋଣାର୍କ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ସଙ୍ଗଠନ ଏବଂ ଶିକ୍ଷକମାନଙ୍କ ପକ୍ଷରୁ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଛି। ସମ୍ପ୍ରତି କରୋନା ମହାମାରୀ ଯୋଗୁ ଲକ୍‌ଡାଉନ ପରିସ୍ଥିତିରେ ଘରେ ରହିଥିବା ଶ୍ରମିକ, ଦିନମଜୁରିଆ ଓ ଗରିବ ଶ୍ରେଣୀର ଲୋକଙ୍କୁ ପୁରାତନ ଛାତ୍ର ଅଜୟ କୁମାର ପଟ୍ଟନାୟକ ଏବଂ ଶିକ୍ଷକ ଦିଲ୍ଲୀପ କୁମାର ଦାସଙ୍କ ନେତୃତ୍ୱରେ ଚୁଡ଼ା, ଗୁଡ଼, ଚାଉଳ, ଡାଲି, ମହମବତି ଓ ଦିଆସିଲି ଆଦି ବଣ୍ଟାଯାଇଛି। ଏହି କାର୍ଯ୍ୟକ୍ରମରେ କୁନାଲ ପାତ୍ର, ମଙ୍ଗରାଜ ମୁଦୁଲି ଓ ପ୍ରିୟରଞ୍ଜନ ରଥ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri