ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ: ୨୫ ହଜାରରୁ ଅଧିକ ପ୍ରବାସୀଙ୍କୁ ମିଳିବ କାମ, ଖର୍ଚ୍ଚ ହେବ ୫୦ ହଜାର କୋଟି

ନୂଆଦିଲ୍ଲୀ, ୨୦।୬: କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ୬ଟି ରାଜ୍ୟର ୧୧୬ ଜିଲାରେ ଏହି ଯୋଜନା ପ୍ରଣୟନ କରାଯିବ। ଏହା ମାଧ୍ୟମରେ ପ୍ରବାସୀଙ୍କୁ ୧୨୫ ଦିନର କାମ ଯୋଗାଇ ଦିଆଯିବ। ଗରିବ କଲ୍ୟାଣ ରୋଜଗାର ଯୋଜନା ଦ୍ୱାରା ପ୍ରତି ରାଜ୍ୟରୁ ୨୫ ହଜାରରୁ ଅଧିକ ପ୍ରବାସୀ ଶ୍ରମିକ ଉପକୃତ ହୋଇପାରିବେ। ଏହି ଯୋଜନାରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ୨୫ ପ୍ରକାର କାମ ଏହି ଯୋଜନା ଦ୍ୱାରା ପ୍ରବାସୀ ଶ୍ରମିକଙ୍କୁ ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ଭିଡ଼ିଓ କନଫରେନ୍ସିଂରେ ଏହି ଯୋଜନାର ଆରମ୍ଭ କରି ପ୍ରଧାନମନ୍ତ୍ରୀ କେତେକ ପ୍ରବାସୀ ଶ୍ରମିକଙ୍କ ସହିତ କଥାବାର୍ତ୍ତା ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?