Posted inଜାତୀୟ

ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇବା ଘଟଣା: ପଡୋଶୀ ଅଟକ

ବିଳାସପୁର,୭।୬: କେରଳରେ ଗର୍ଭବତୀ ହାତୀକୁ ସପୁରୀରେ ବିସ୍ଫୋରକ ଭର୍ତ୍ତି କରି ଖାଇବାକୁ ଦେବା ଘଟଣା ମନରୁ ନ ଲିଭୁଣୁ ହିମାଚଳ ପ୍ରଦେଶ ବିଳାସପୁରରୁ ଆସିଥିଲା ସେମିତି ଏକ ଘଟଣା। ସେଠାରେ ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇ ଗାଈଟି ଆହତ ହେବାର ଏକ ଭିଡିଓ ସୋସିଆଲ ମିଡିଆରେ ଘୁରିବୁଲିବା ପରେ ଘଟଣା ସାମ୍ନାକୁ ଆସିଥିଲା। ମେ ୨୫ରେ ଏହି ଘଟଣାଟି ଘଟିଥିବା ବେଳେ ଗାଈ ମାଲିକଙ୍କ ଅଭିଯୋଗ କ୍ରମେ ଶନିବାର ଏହି ମାମଲାରେ ତାଙ୍କର ଜଣେ ପଡୋଶୀଙ୍କୁ ପୋଲିସ ଅଟକ ରଖି ପଚରା ଉଚରା କରୁଛି। ଅନ୍ୟପଟେ ଗୁରଦିଆଲ ସିଂଙ୍କ ଗର୍ଭବତୀ ଗାଈର ଚିକିତ୍ସା ଏବେ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା କରାଯାଉଥିବା କହିଛନ୍ତି ପ୍ରାଣୀସମ୍ପଦ ବିଭାଗର ଡେପୁଟି ଡାଇରେକ୍ଟର ଅବିନାଶ ଶର୍ମା।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri