Posted inଖେଳ

ଗଲ୍‌ଫ ଖେଳାଳି ନିକ୍‌ ଓ୍ବାଟ୍‌ନୀଙ୍କୁ କରୋନା

ହିଲଟନ ହେଡ୍‌ ଆଇଲାଣ୍ଡ (ୟୁ.ଏସ୍‌.ଏ)୨୧ା୬: ପାଞ୍ଚ ଥର ପିଜିଏ ଟୁର୍‌ ବିଜେତା ନିକ୍‌ ଓ୍ବାଟ୍‌ନୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। କିଛି ଦିନ ବନ୍ଦ ରହିବା ପରେ ଗତ ସପ୍ତାହରୁ ଗଲ୍ଫ ଖେଳ ପୂରା ଦମ୍‌ରେ ଆରମ୍ଭ ହେବାପରଠାରୁ କରୋନାରେ ସଂକ୍ରମିତ ହେବାରେ ପ୍ରଥମ ପିଜିଏ ଟୁର୍‌ ଖେଳାଳି। ଓ୍ବାଟ୍‌ନୀ ତୁରନ୍ତ ଶୁକ୍ରବାର ଆରବିସି ହେରିଟେଜ୍‌ରୁ ଓହରିଯାଇଛନ୍ତି। ପିଜିଏ ଟୁର୍‌ ପ୍ରୋଟୋକଲ୍‌ ଅନୁସାରେ ସେ ଅତି କମ୍‌ରେ ୧୦ଦିନ ସେଲ୍‌ଫ ଆଇସୋଲେଶନରେ ରହିବେ। ଓ୍ବାଟ୍‌ନୀ ଓପନିଂ ରାଉଣ୍ଡରେ ଭନ୍‌ ଟେଲର ଓ ଲ୍ୟୁକ୍‌ ଲିଷ୍ଟ୍‌ଙ୍କ ସହିତ ଖେଳିଥିଲେ। ଓ୍ବାଟ୍‌ନୀ ଗତ ସପ୍ତାହରେ ଟେକ୍ସାସ୍‌ର ଫୋର୍ଟ ଓ୍ବର୍ଥସ୍ଥିତ କଲୋନିଆଲଠାରେ ଅନୁଷ୍ଠିତ ଚାଲ୍ସ ସ୍କ୍ବାବ୍‌ ଚ୍ୟାଲେଞ୍ଜ୍‌ରେ କଟ୍‌ ମିସ୍‌ କରିଥିଲେ। ସେଠାରୁ ସେ ସାଉଥ୍‌ କରୋଲିନା ଗସ୍ତ କରିଥିଲେ। ହାରବୋର୍‌ ଟାଉନ୍‌ରେ ସେ ପହଞ୍ଚତ୍ବାପରେ ତାଙ୍କର କରୋନା ଭାଇରସ ଟେଷ୍ଟ ହୋଇଥିଲା ଏବଂ ତାହା ନେଗେଟିଭ୍‌ ଆସିଥିଲା। ଏଠାରେ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ଓ୍ବାଟ୍‌ନୀ ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କ ଦେହରେ କରୋନା ଦେଖାଦେବାରୁ ଡାକ୍ତରୀ ପରୀକ୍ଷା କରାଯାଇଥିଲା ଏବଂ ଫଳାଫଳ ପଜିଟିଭ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri