ଗହଣା ଦୋକାନରୁ ଲୁଟ୍‌, ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ବସ୍ତା,୨୮।୭ (ସ୍ବ.ପ୍ର): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ହଳଦୀପାଳ ବଜାରରେ ଥିବା ଇଣ୍ଡିକ୍ୟାଶ ଏଟିଏମ୍‌ ଓ ଏକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। କେହି ଦୁର୍ବୃତ୍ତ ଗ୍ୟାସ୍‌ କଟର ସାହାଯ୍ୟରେ ଦୋକାନ ତାଲା ଓ ଏଟିଏମ୍‌ ଶଟର କାଟିଥିଲେ ମଧ୍ୟ ଲୋକେ ପହଞ୍ଚିଯିବାରୁ ଏଟିଏମ୍‌ରୁ ଲୁଟ କରିବାରେ ବିଫଳ ହୋଇଥିବା ଜଣାପଡ଼ିଛି। ଏ ନେଇ ରବିବାର ଗହଣା ଦୋକାନ ମାଲିକ ହେମନ୍ତ କାମିଳା ୫ଶହ ଗ୍ରାମ ସୁନା ଓ ୧୫ କିଲୋ ରୁପା ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ କରିବା ପରେ ପୋଲିସ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
ସୂଚନାନୁଯାୟୀ, ଗତ ୧୧ ତାରିଖରେ ଶ୍ରୀରାମପୁର ଷ୍ଟେଟବ୍ୟାଙ୍କ ଡକାୟତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷ ସରୁ ସରୁ ଇତିହାସ ରଚିଲା ଭାରତ, ଜିତିଲା ବିଶ୍ୱକପ

ନୂଆଦିଲ୍ଲୀ,୧୫।୧୨: ୨୦୨୫ ଶେଷ ହେବା ପୂର୍ବରୁ ଭାରତ କ୍ରୀଡ଼ା ଜଗତରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଭାରତୀୟ ସ୍କ୍ବାସ ଦଳ ୨୦୨୫ ସ୍କ୍ବାସ...

ଭଞ୍ଜନଗରରେ ୨୦ରୁ ଜିଲାସ୍ତରୀୟ ଶିଶୁ ଉତ୍ସବ

ଭଞ୍ଜନଗର,୧୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଜିଲାସ୍ତରୀୟ ଶିଶୁ...

ମୁସଲମାନ ଗୃହମନ୍ତ୍ରୀଙ୍କ ପାଇଁ ବ୍ରିଟେନରୁ ବାହାରିବେ ଲକ୍ଷ ଲକ୍ଷ ମୁସଲମାନ! ଭାରତ ଉପରେ କେମିତି ପଡ଼ିବ ପ୍ରଭାବ ଜାଣନ୍ତୁ

ଲଣ୍ଡନ,୧୫।୧୨: ବ୍ରିଟେନର ଏକ ନୂଆ ରିପୋର୍ଟରେ ଚେତାବନୀ ଦିଆଯାଇଛି ଯେ ବର୍ତ୍ତମାନର ଆଇନ ଅନୁଯାୟୀ, ପ୍ରାୟ ୯ ନିୟୁତ ଲୋକ, ଅର୍ଥାତ ଦେଶର ଜନସଂଖ୍ୟାର ୧୩...

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ,...

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri