ଗାଁ ଗାଁରେ ଏକାଠି ହେଉଛନ୍ତି ଲୋକେ: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

ଗୁଡଭେଲା, ୧୧।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ତିନୋଟି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତୁଷୁରା ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଛନ୍ତି। ଭଗବତୀ ସ୍ବୟଂ ସହାୟକ ଗୋଷ୍ଠୀ ୧୫ ଶହ, ତାରିଣୀ ମହିଳା ସ୍ବୟଂ ସହାୟିକା ଦଳ ଓ ଜାଗୃତି ସ୍ବୟଂ ସହାୟିକା ଦଳ ଏକ ହଜାର ଟଙ୍କା ଲେଖାଏ ଟଙ୍କା ପ୍ରଦାନ କରିଛନ୍ତି। ଏଭଳି ସଙ୍କଟମୟ ପରିସ୍ଥିତିରେ ସରକାରଙ୍କୁ ସାହାଯ୍ୟ କରିବା ପ୍ରତ୍ୟେକ ନାଗରିକର ଗୁରୁ ଦାୟିତ୍ୱ ଏବଂ ପ୍ରଶାସନ ସହିତ ହାତ ମିଳାଇ କରୋନା ମୁକାବିଲାରେ ସାମିଲ ହେବାକୁ ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri