ଗାଁ ନିକଟରେ ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଭୟଭୀତ

ପାଟଣା,୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ଗୁରୁବାର ବିଲମ୍ବିତ ରାତିରେ ଏକ ଗୋଠଛଡ଼ା ଦନ୍ତାହାତୀ ପଶିଆସିଛି। ହାତୀଟି ଶୁକ୍ରବାର ସକାଳୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୃତଦେହ ବ୍ୟବଚ୍ଛେଦ କେନ୍ଦ୍ର ପର୍ଯ୍ୟନ୍ତ ଚାଲି ଆସିଥିଲା। ହାତୀଟି ପାଟଣା ଇଲେକ୍ଟ୍ରି ଅଫିସ କାର୍ଯ୍ୟାଳୟ ପାର୍ଶ୍ୱରେ ଯାଇ ବୈତରଣୀ ନଦୀ ପାର ହୋଇ ବର୍ତ୍ତମାନ ଧାନ ବେଣୀ ହୁଡ଼ିରେ ରହିଛି। ହାତୀଟି କିଛି କ୍ଷତି କରି ନ ଥିବା ବେଳେ ଧାନବେଣୀ ଓ ଖଜୁରଡ଼ିହା ଅଞ୍ଚଳରେ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ହାତୀକୁ ଘଉଡ଼ାଇବା ପାଇଁ ବନ ବିଭାଗ ପକ୍ଷରୁ ସାହାରପଡ଼ା ଫରେଷ୍ଟର ରୂପଶ୍ରୀ ସାହୁ, ପାଟଣା ଫରେଷ୍ଟର ସନାତନ ମିଶ୍ର, ଗାର୍ଡ ତ୍ରିନାଥ ଜେନା ଓ ଓ୍ବାସିମ ପ୍ରମୁଖ ବନ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର…

ପ୍ରହସନ ପାଲଟିଲାଣି ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଲୋକେ ଅସନ୍ତୋଷ

କେସିଙ୍ଗା,୨୦।୭:(ତୁମେଶ୍ୱର ସାହୁ): ସାଧାରଣ ଲୋକଙ୍କ ସମସ୍ୟାର ତୁରନ୍ତ ସମାଧାନ ପାଇଁ ସରକାର ଲୋକଙ୍କ ପାଖରେ ଯୁଗ୍ମ ଅଭିଯୋଗ ଶୁଣାଣି ବ୍ୟବସ୍ଥା କରିଛନ୍ତି। ତେବେ ପ୍ରଶାସନିକସ୍ତରରେ ସ୍ଥାଣୁତା ଓ…

ଖେମୁଣ୍ଡି ଲୋକ ମହୋତ୍ସବ ଉଦ୍‌ଘାଟନ କଲେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି, ୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ସୋମବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଦୁଇ ଦିନ ବ୍ୟାପି ଅନୁଷ୍ଠିତ…

ତେରେସିଂହା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ସ୍ଥାପନ ପାଇଁ ଭିତ୍ତିଭୂମି ପରଖିଲେ ଜିଲାପାଳ

କର୍ଲାମୁଣ୍ଡା,୨୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ହେବାକୁ ଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ପାଇଁ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri