Posted inଜାତୀୟ

ଗାଁର ପ୍ରତିଘରେ ଅଛନ୍ତି ଯବାନ: ଶିବାଜୀଙ୍କ ଶାସନ କାଳରୁ ସେନାରେ ଯୋଗଦେବା ରହିଛି ପରମ୍ପରା

ମୁମ୍ବାଇ,୧୮।୮: ମହାରାଷ୍ଟ୍ରର ସାତାରା ଜିଲାରେ ରହିଥିବା ଏକ ଗାଁରେ ପ୍ରତିଘରୁ କେହି ନା କେହି ଜଣେ ଭାରତୀୟ ସେନାରେ ଅଥବା ବିଏସ୍‌ଏଫ୍‌ରେ ଯୋଗଦେଇଛନ୍ତି। ଏହି ଗାଁ ହେଉଛି ମିଲିଟ୍ରି ଆପଶିଙ୍ଗେ। ଏହାର ନାମ ପୂର୍ବରୁ କେବଳ ଆପଶିଙ୍ଗେ ଥିଲା। ପ୍ରଥମ ବିଶ୍ୱଯୁଦ୍ଧରେ ଗାଁର ୪୬ ଯବାନ ଶହୀଦ୍‌ ହୋଇଥିଲେ। ତେଣୁ ବ୍ରିଟିଶ୍‌ ସରକାର ଗାଁ ନାମ ପୂର୍ବରୁ ମିଲିଟ୍ରି ଶବ୍ଦ ଲଗାଇଥିଲେ। ଛତ୍ରପତି ଶିବାଜୀଙ୍କ ସମୟରୁ ଗାଁର ପ୍ରତି ପରିବାରର ଜଣେ ଜଣେ ସୈନ୍ୟ ବାହିନୀରେ ଯୋଗ ଦେବାର ପରମ୍ପରା ରହିିଛି। ଏବେ ଗାଁର ୧୬ ଶହ ୫୦ ଲୋକ ସେନାରେ ରହିଛନ୍ତି। ଗାଁର ଗୋଟିଏ ପରିବାରର ୨୩ ଜଣ ସେନାରେ ରହିଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଗାଁ ୪ ଜଣ ଶହୀଦ୍‌ ହୋଇଥିଲେ। ସେହିପରି ୧୯୬୨ ଭାରତ-ଚାଇନା ଯୁଦ୍ଧରେ ୪ ଜଣ ଶହୀଦ୍‌ ହୋଇଥିଲେ। ୧୯୬୫ ଏବଂ ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧରେ ଗାଁର ଜଣେ ଲେଖାଏଁ ଯବାନ ଶହୀଦ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri