Posted inଭଦ୍ରକ

ଗାଁରେ ପହଞ୍ଚିଲେ ୨୩ ପ୍ରବାସୀ ଓଡିଆ

ବନ୍ତ,୫।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ ସମୟରେ ଅନ୍ୟ ରାଜ୍ୟରେ ଥିବା ପ୍ରବାସୀ ଓଡିଆ ମାନେ ଏବେ ବସ୍‌ ଯୋଗେ ଆସି ନିଜ ଗ୍ରାମରେ ପହଞ୍ଚିଥିବାର ଦେଖାଯାଇଛି। ଭଦ୍ରକ ଜିଲା ବନ୍ତ ବ୍ଲକର ଚାରିଗାଁ, ଗୋପିନାଥପୁର, ଅଣିଜୋ, କାଦବରାଙ୍ଗ ଆଦି ବିଭିନ୍ନ ପଞ୍ଚାୟତର ୨୩ ଜଣ ପ୍ରବାସୀ ଓଡିଆ ନିଜ ଗ୍ରାମରେ ପହଞ୍ଚିଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ଶନିବାର ୫ ଜଣ, ରବିବାର ୧୧ ଜଣ ଓ ସୋମବାର ଅପରାହ୍ନ ସୁଦ୍ଧା ୭ ଜଣ ଫେରିଛନ୍ତି। ସମସ୍ତ ପ୍ରବାସୀ ଓଡିଆ ମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯିବାର ବ୍ୟବସ୍ଥା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri