ଗାଁରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଟିଟିଲାଗଡ଼, ୮।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଡୁଙ୍ଗରୁିଗୁଡା ଅନ୍ତର୍ଗତ ସମ୍ବଳ ଶକ୍ତି କୃଷକ ଉପତ୍ାଦକ କମ୍ପାନୀ ଆନୁକୂଲ୍ୟ ତଥା ଆଶା ଅନୁଷ୍ଠାନ କୁରସୁଡଙ୍କ ସହଯୋଗରେ କରୋନା କଟକଣା ସମୟରେ ଲୋକଙ୍କ ପାଇଁ ଭ୍ରାମ୍ୟମାଣ ପନିପରିବା ବିକ୍ରୟ ଆରମ୍ଭ ହୋଇଛି। ଆଶା ସମ୍ପାଦକ ସଞ୍ଜିବ ପଟ୍ଟନାୟକ, କମ୍ପାନୀ ଚେୟାରମ୍ୟାନ କୁଣ୍ଡଲ ବାଗ, ସିଇଓ ପରମେଶ୍ୱର ରଣା ତଥା କୃଷକଙ୍କ ଉପସ୍ଥିତିରେ ବୁଧବାରଠାରୁ ଏହି ଯାନର ଶୁଭାରମ୍ଭ କରାଯାଇଛି। ଆଭ୍ୟନ୍ତରୀଣ ଗ୍ରାମପଞ୍ଚାୟତର ପରିବା ଚାଷୀ କରୋନା କଟକଣା ନେଇ ସେମାନଙ୍କ ଉପତ୍ାଦନ ବିକ୍ରୟ କରିବାକୁ ବଜାର ନପାଇ କ୍ଷତିଗ୍ରସ୍ତ ହୋଇ ଚାଲିଥିଲେ। ପ୍ରଶାସନର ସହଯୋଗରେ ଭ୍ରାମ୍ୟମାଣ ଯାନ ଚାଷୀଙ୍କୁ ଉତ୍ସାହିତ କରିଛି। ଟିଟିଲାଗଡ, ମୁରିବାହାଲ, ସଇଁନ୍ତଲା ବ୍ଲକ ଅଞ୍ଚଳରେ ଏହି ଯାନ ବୁଲି ସତେଜ ପରିବା ବିକ୍ରୟ ବ୍ୟବସ୍ଥା କରାଯାଇଛି। ଟିଟିଲାଗଡ ଉପଜିଲାପାଲ ସୁଧାକର ନାୟକ, ଉଦ୍ୟାନ କୃଷି ବିଭାଗ ବଲାଙ୍ଗୀର ଜିଲା ନିର୍ଦ୍ଦେଶକ ଶାରଦା ପ୍ରସାଦ ନାୟକ, ଟିଟିଲାଗଡ ସହକାରୀ ନିର୍ଦ୍ଦେଶକ ହିମାଂଶୁ ଶେଖର ସାହୁ ଏନେଇ ଚାଷୀଙ୍କୁ ଉତ୍ସାହିତ କରିଛନ୍ତି। ଏହା ଦ୍ୱାରା କଟକଣା ସମୟରେ ଲୋକଙ୍କ ଘରେ ପରିବା ପହଞ୍ଚିବା ସହ ଖାଉଟି ଏବଂ ଚାଷୀ ଉଭୟେ ଉପକୃତ ହୋଇପାରିବେ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri