Posted inଜାତୀୟ

ଗାଈକୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ମୋହନ ଭାଗବତ

ପୁଣେ, ୧୭।୫: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏକ ନିଶ୍ଚିତ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏକ ଗାଇକୁ ବଞ୍ଚାଇବାକୁ ଯାଇ ମୋହନ ଭାଗବତଙ୍କ ଗାଡି ଓଲଟି ଯାଇଥିଲା। କିନ୍ତୁ ଏହି ଦୁର୍ଘଟଣାରେ ଭାଗବତଙ୍କ କିଛି ହୋଇ ନ ଥିଲାବେଳେ ଜଣେ ସିଆରଏଫ ଯବାନ ଆହତ ହୋଇଛନ୍ତି। ମହାରାଷ୍ଟ୍ରର ଚନ୍ଦପୁର-ନାଗପୁର ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଛି। ଗାଇକୁ ବଞ୍ଚାଇବା ପାଇଁ ଗାଡି ଡ୍ରାଇଭର୍‌ ହଠାତ୍‌ ବ୍ରେକ୍‌ ଲଗାଇ ଦେଇଥିଲେ। ଫଳରେ କାର୍‌ର ଏକ ଟାୟାର୍‌ ଫାଟି ଯାଇଥିଲା। ଗାଇ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟା ୫.୧୫ରେ ମୋହନ ଭାଗବତ୍‌ ଜେଡ୍‌ ସୁରକ୍ଷାରେ ଚନ୍ଦ୍ରପୁରରୁ ନାଗପୁର ଯାଉଥିଲେ। ଗାଡିରେ ୬ଜଣ ସୁରକ୍ଷାକର୍ମୀ ଥିଲେ। ଆହତ ଯବାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ରତନପୁରର ରାବଣ

ଛତିଶଗଡ଼ ବିଳାସପୁର ନିକଟରେ ଥିବା ରତନଗଡ଼ ବା ରତନପୁର ଦୁର୍ଗ ଏକଦା ମଧ୍ୟପ୍ରଦେଶର ଏକ ଅଂଶ ଥିଲା। ଏହି ଦୁର୍ଗରେ ରାବଣର ଏକ ବିରଳ ତଥା ଚମତ୍କାର…

ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ଯୋଗୁ ଚାଷ ବାଧାପ୍ରାପ୍ତ: ଚିନ୍ତାରେ ଚାଷୀ

ଲାଠୋର,୨୧ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତର ୫ ଖଣ୍ଡ ଗ୍ରାମର ୨୭ ଜଣ ଚାଷୀଙ୍କ ଏଲଆଇ ପଏଣ୍ଟରୁ ବିଦ୍ୟୁତ ଯୋଗାଣ ବିଚ୍ଛିନ୍ନ ଯୋଗୁ ଚାଷ…

ବିଦେଶ ଗସ୍ତରୁ ଫେରି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି: ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ,…

ଯୁକ୍ତ ୨ ପରୀକ୍ଷା ଫଳରେ ବିକାଶର ସଫଳତା: ସମର୍ପିତା-ସତ୍ୟସୁନ୍ଦର କଲେଜ ଟପ୍ପର

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳାଫଳକୁ ନେଇ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାରେ…

ସୀମାନ୍ତକୁ ନଜର ନାହିଁ, ପଶୁଛି ଛତିଶଗଡ଼ ଧାନ: ସବୁଆଡ଼େ ଗଳାବାଟ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଛି। କିନ୍ତୁ ଆରମ୍ଭରୁ ଧାନ ବିକ୍ରିବଟା ଶୀଥିଳ ହୋଇ ପଡ଼ିଛି।…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ତଡ଼ିବା ପ୍ରକ୍ରିୟା ଆରମ୍ଭ: ଗିରଫ କରି ସିଧାସଳଖ BSFକୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କୋଲକାତା, ୨୦।୬: ପଶ୍ଚିମବଙ୍ଗରୁ ବେଆଇନ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟର ନବର୍ନିବାଚିତ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟ…

ଜାତିସଂଘର ଚେତାବନୀ, ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ! ଦେଖାଦେଇପାରେ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ,୨୦।୫:  ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ବୁଧବାରଏକ ଗମ୍ଭୀର ବିଶ୍ୱ ଖାଦ୍ୟ ସଙ୍କଟ ସମ୍ପର୍କରେ ଏକ ଚେତାବନୀ ଜାରି କରିଛି । FAO ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri