Posted inଖେଳ

ଗାଙ୍ଗୁଲିଙ୍କ ସେଲ୍‌ଫି ଦର୍ଶକମୟ

କୋଲକାତା,୨୨।୧୧- ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଚାଲିଥିବା ଐତିହାସିକ ଦିବରାତ୍ର ଟେଷ୍ଟ ଅବସରରେ ସେଲ୍‌ଫି ନେବାକୁ ଭୁଲି ନାହାନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ମ୍ୟାଚ୍‌ ଆରମ୍ଭ ହେବା ଆଗରୁ ପୂର୍ବତନ ଭାରତୀୟ ଅଧିନାୟକ ଷ୍ଟାଡିୟମର ଉପର ଫ୍ଲୋରରେ ଛିଡ଼ା ହୋଇ ଉପସ୍ଥିତ ଦର୍ଶକଙ୍କ ସହ ସେଲ୍‌ଫି ନେଇଥିଲେ। ଏହାକୁ ସେ ଟୁଇଟରରେ ଶେୟାର କରି କ୍ୟାପଶନରେ ଲେଖିଛନ୍ତି, ପିଙ୍କ ବଲ ଟେଷ୍ଟ ପାଇଁ ଇଡେନରେ ଚମତ୍କାର ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri