ଗାଡ଼ି ଡିକି ଭାଙ୍ଗି ଅଳଙ୍କାର ଲୁଟ୍‌

ଭଦ୍ରକ ଅଫିସ, ୨୮ା୫- ଭଦ୍ରକ ଟାଉନ ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାର୍ଦୁଭାବ ଦିନକୁ ଦିନ ବଢିବାରେ ଲାଗିଛି। କେତେବେଳେ ବାଇକ୍‌ ଲୁଟ୍‌ ତ ଆଉ କେତେବେଳେ ଘରେ ପଶି ସୁନା ଅଳଙ୍କାର ଲୁଟଇ ନେବା ଭଳି ଘଟଣା ଘଟୁଛି। ସୋମବାର ବାଁଶଡା ଥାନା ଅଧୀନ ପରମାନନ୍ଦପୁର ଗାଁର ଅଳଙ୍କାର ବ୍ୟବସାୟୀ ପର୍ଶୁରାମ ସାହୁ(୨୮) ଭଦ୍ରକରୁ ସୁନା ଓ ରୁପା ଅଳଙ୍କାର କିଣି ଭଦ୍ରକ ବାଇପାସ୍‌ରେ ଥିବା ଏକ ଜୁସ୍‌ ଦୋକାନ ନିକଟରେ ଗାଡି ରଖି ଜୁସ୍‌ ପିଉଥିବା ବେଳେ ସେଠାରେ ଅଳଙ୍କାର ବ୍ୟାଗ୍‌ ଲୁଟ୍‌ ହୋଇଯାଇଥିଲା। ସେ ଜୁସ୍‌ ପିଇ ସାରି ସ୍କୁଟିିର ଡିକି ଖୋଲି ସୁନାଅଳଙ୍କାର ବ୍ୟାଗ ନ ଥିବା ଦେଖି ଆଖପାଖ ଅଞ୍ଚଳରେ ଲୁଟେରାଙ୍କୁ ଖୋଜାଖୋଜି କରିଥିଲେ । କୌଣସି ସନ୍ଧାନ ନ ପାଇବାରୁ ଶେଷରେ ଟାଉନ ଥାନାରେ ଏତଲା ଦାଏର କରିଥିଲେ। ପୋଲିସ ଏ ନେଇ ଏକ ମାମଲା(ନଂ ୧୫୮/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଲୁଟେରାଙ୍କର କୌଣସି ସନ୍ଧାନ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?