କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ ଜେରକ୍ସ ଦୋକାନୀ ସମେତ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସେମାନଙ୍କ ଠାରୁ ଦଶ ହଜାର ଟଙ୍କା, କମ୍ପ୍ୟୁଟର ଏବଂ ଏସ୍ପିଙ୍କ ନାମରେ ଷ୍ଟାମ୍ପ ଜବତ କରିଛି। ଏମଡି. ପରଭେଜ ଆଲାମଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ
ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…
ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ
ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…
ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ ଆଇନଜୀବୀ
ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…
ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…
ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…
ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ
ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…
ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍ଓ
ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…
ହଟିବ ବେଆଇନ ନିର୍ମାଣ
କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…
ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର
ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…
Archives

