ଗାଡି ଡିକି ଭାଙ୍ଗି ଲୁଟି ନେଲେ ସୁନା ଅଳଙ୍କାର

ବିଞ୍ଝାରପୁର,୪ା୧୨(ଡି,ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇନ୍ଦା ଛକରେ ସୁନା ଅଳଙ୍କାର ଦୋକାନ କରିଥିବା ଶ୍ୟାମସୁନ୍ଦର ସାହୁଙ୍କ ଗାଡି ଡିକ ଭାଙ୍ଗି ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଶ୍ୟାମ ସୁନ୍ଦର ଗାଡିରେ ସୁନା ଅଳଙ୍କାର ରଖି ଦୋକାନରେ ଚାବି ପକାଉଥିଲେ। ଏହି ସମୟରେ ଲୁଟେରାମାନେ ତାଙ୍କ ବାଇକ୍‌ ଡିକି ଭାଙ୍ଗି ଅଳଙ୍କାର ସାମଗ୍ରୀ ଲୁଟି ନେଇଥିବା ଅଭିଯୋଗରେ ଦର୍ଶାଇଛନ୍ତି। ଏ ନେଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର

ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୧୯ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri