ଗାଡି ଭଡାକରି ଗର୍ଭବତୀଙ୍କୁ ଗାଁକୁ ପଠାଇଲେ ଥାନା ଅଧିକାରୀ

ପାତ୍ରପୁର,୧୯ା୪(ଡି.ଏନ୍‌.ଏ.)- ଦୁର୍ଗମ ଅଞ୍ଚଳର ଜଣେ ଗର୍ଭବତୀଙ୍କୁ ଜରଡ଼ା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ଗାଡ଼ି ଭଡାକରି ଘରେ ଛାଡ଼ିଛନ୍ତି। ଏନେଇ ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସା କରାଯାଇଛି। ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ବଣିଆବସା ଗ୍ରାମର ଧନେଶ୍ୱର ପ୍ରଧାନଙ୍କ ସ୍ତ୍ରୀ ସନ୍ତୋଷିନୀ ସାତ ମାସର ଗର୍ଭବତୀ ଥିବାବେଳେ ପେଟରେ ଯନ୍ତ୍ରଣା ହୋଇଥିଲା। ଶନିବାର ଡ଼ଙ୍ଗାରେ ବାଘଲଟି ଜଳଭଣ୍ଡାର ପାର ହୋଇ ବାଘଲଟି ଗ୍ରାମରେ ପହଞ୍ଚିଥିଲେ ସ୍ବାମୀ ସ୍ତ୍ରୀ। ରବିବାର ୧୦୮ ଯୋଗେ ପାତ୍ରପୁର ମେଡ଼ିକାଲକୁ ଆସିଥିଲେ। ଡ଼ାକ୍ତର ଆଲଟ୍ରାସାଉଣ୍ଡ ପାଇଁ କହିଥିଲେ। ପାତ୍ରପୁରର ଏକ ଘରୋଇ କ୍ଲିନିକ୍‌ରେ ଆଲ୍‌ଟ୍ରାସାଉଣ୍ଡ କରିବା ପରେ ଗ୍ରାମକୁ ଯିବାକୁ କୌଣସି ସୁବିଧା ନ ମିଳିବାରୁ ଥାନା ଅଧିକାରୀଙ୍କୁ ଜଣାଇଥିଲେ। ଥାନା ଅଧିକାରୀ ଏକ ବଲୋରୋ ଭଡାରେ ଆଣି ଦମ୍ପତ୍ତିଙ୍କୁ ବାଘଲଟି ଜଳଭଣ୍ଡାର ପର୍ଯ୍ୟନ୍ତ ପଠାଇଥିଲେ। ସେଠାରୁ ଡଙ୍ଗାରେ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri