ବେଗୁନିଆପଡା,୧୨ା୪(ଡି.ଏନ୍.ଏ.)- ବେଗୁନିଆପଡ଼ା ଫାଣ୍ଡି ଖଣ୍ଡିଆନଇ ପଞ୍ଚାୟତର ତିରିଡା ଗ୍ରାମରେ ଗାଡି ସାଇରନ୍ ଶୁଣି ପୋଲିସ ଆସୁଥିବା ଭାବି ଧାଇଁବାବେଳେ ପଡିଯାଇ ଜଣଙ୍କର ମୃତ୍ୟୁ ଘଟିଛି l ସେ ହେଲେ ଉକ୍ତ ଗ୍ରାମର କୃଷ୍ଣ ବେହେରା (୫୧)। କୃଷ୍ଣ ଶନିବାର ଅପରାହ୍ନରେ ଘରଠାରୁ କିଛି ଦୂରରେ ବସିଥିବାବେଳେ ଏକ ଆମ୍ବୁଲାନ୍ସ ସାଇରନ୍ ଦେଇ ଅତିକ୍ରମ କରିଥିଲା। ପିସିଆର୍ ଆସୁଛି ଭାବି ଦୌଡି ଘରକୁ ପଶିଯିବାପରେ ସେଠାରେ ପଡିଯାଇ ତାଙ୍କର ମୃତ୍ୟୁ ଘଟିଥିଲା। ପ୍ରକାଶ ଥାଉକି ମୃତ କୃଷ୍ଣ ଜଣେ ହୃଦ୍ରୋଗୀ।
Posted inଆମ ଜିଲା ଖବର, ଗଞ୍ଜାମ View All
ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍, ୮ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…
ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…
ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍ଆଇ…
ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…
ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା
ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍ଭି ଓସେନ ୱିନର୍’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…
ଭଡ଼ାଘରେ ଝୁଲିପଡ଼ିଲେ ବିଟେକ୍ ଛାତ୍ର
ଗୁଣପୁର,୨୪।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବରୁଣ ନଗର ଲେନ – ୧ ରେ ଭଡା ଘରେ ଥିବା ଜଣେ ବିଟେକ ଛାତ୍ରଙ୍କ ଝୁଲନ୍ତା ମୃତଦେହ…
ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…
ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…
ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା
ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…
Archives

