ଗାନ୍ଧୀ ଜୟନ୍ତୀ ଅବସରରେ ପ୍ଲାଷ୍ଟିକ୍‌ ବର୍ଜନ ଉପରେ ଆଲୋଚନା

କେନ୍ଦୁଝର,୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରତିଷ୍ଠିତ ମିଳନୀ ସାହିତ୍ୟ ସଂସଦ ଓ ମୁକ୍ତେଶ୍ୱର ମନ୍ଦିର କମିଟିର ମିଳିତ ଆନୁକୂଲ୍ୟରେ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ଘୁତୁରୁ ଶିବମନ୍ଦିର ପରିସରରେ ବୃକ୍ଷ ରୋପଣ କରାଯାଇଛି। ସଂସଦ ସଭାପତି ଡ. ବିମ୍ବାଧର ବେହେରାଙ୍କ ନେତୃତ୍ୱରେ ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମନ୍ଦିର କମିଟି ସଦସ୍ୟ ଏବଂ ସାହିତି୍ୟକ, ଲେଖକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବୃକ୍ଷ ରୋପଣ କରିଥିଲେ। ଏହି ଅବସରରେ ଲେଖକ ଓ କବି ସାମିଲ ହୋଇ ଗାନ୍ଧୀଙ୍କ ଆଦର୍ଶକୁ ମନେପକାଇବା ସହ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ବର୍ଜନ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri